ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କୁ ନମନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 25 ମେ (ହି.ସ.) - ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ଅଦ୍ଵିତୀୟ ବୀର, ଜନନାୟକ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରା
ମହାରାଜା କୃଷ୍ଣଚନ୍ଦ୍ର     ଗଜପତି ନାରାୟଣ ଦେବଙ୍କୁ ନମନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 25 ମେ (ହି.ସ.)

- ମହାରାଜା

କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ଅଦ୍ଵିତୀୟ ବୀର, ଜନନାୟକ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ

ପୁଣ୍ୟତିଥିରେ ବିନମ୍ର ପ୍ରଣାମ ଜଣାଉଛି। ରାଜ୍ଯ ଏବଂ ରାଜ୍ୟବାସୀଙ୍କ କଲ୍ଯାଣରେ ମହାରାଜଙ୍କ

ଅବଦାନ ସର୍ବଦା ବନ୍ଦନୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande