ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 25 ମେ (ହି.ସ.)- ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କନ୍ଧମାଳର ଲୋକପ୍ରିୟ ସାଂସଦ ଶ୍ରୀ ସୁକାନ୍ତ ପାଣିଗ୍ରାହୀଙ୍କୁ ଜନ୍
ସାଂସଦ ସୁକାନ୍ତ     ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 25 ମେ (ହି.ସ.)- ସାଂସଦ

ସୁକାନ୍ତ ପାଣିଗ୍ରାହୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କନ୍ଧମାଳର ଲୋକପ୍ରିୟ

ସାଂସଦ ଶ୍ରୀ ସୁକାନ୍ତ ପାଣିଗ୍ରାହୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।

ମହାପ୍ରଭୁଙ୍କ ନିକଟରେ ଆପଣଙ୍କ ସୁଖ ସମୃଦ୍ଧି ଓ ନିରାମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande