ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 25 ମେ (ହି.ସ.)- ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜ
ଭଜନ ସମ୍ରାଟ ଭିକାରୀ     ବଳଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 25 ମେ (ହି.ସ.)- ଭଜନ ସମ୍ରାଟ

ଭିକାରୀ ବଳଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ

ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଭଜନ ସମ୍ରାଟ ଭିକାରୀ ବଳଙ୍କ

ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ସୁମଧୁର କଣ୍ଠରେ ଅନେକ ସଙ୍ଗୀତ ଜୀବନ୍ତ ହୋଇଛି।

ଓଡ଼ିଆ ଭଜନ, ଜଣାଣ

ତଥା ଭକ୍ତି ସଙ୍ଗୀତକୁ କାଳଜୟୀ କରିବାରେ ଅତୁଳନୀୟ ଅବଦାନ ପାଇଁ ସେ ଚିର ବନ୍ଦନୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande