ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ମିତ୍ରଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 25 ମେ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ମିତ୍ରଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ
ପୂର୍ବତନ ମୁଖ୍ୟମନ୍ତ୍ରୀ     ବୀରେନ ମିତ୍ରଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 25 ମେ (ହି.ସ.)- ପୂର୍ବତନ

ମୁଖ୍ୟମନ୍ତ୍ରୀ ବୀରେନ ମିତ୍ରଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି

ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ମିତ୍ରଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି

ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande