ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 26 ମେ (ହି.ସ.)- ଆଜି ନୂଆଦିଲ୍ଲୀରେ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନୀତିନ ନବୀନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସଂଗଠନ ଏବଂ ଓଡ଼ିଶାର ସର୍ବାଙ୍ଗୀନ ବିକାଶ ସମ୍ପର୍କରେ ଆଲୋଚନା
ନୀତିନ ନବୀନ


ଭୁବନେଶ୍ୱର, 26 ମେ (ହି.ସ.)- ଆଜି

ନୂଆଦିଲ୍ଲୀରେ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନୀତିନ ନବୀନଙ୍କୁ

ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସଂଗଠନ ଏବଂ ଓଡ଼ିଶାର ସର୍ବାଙ୍ଗୀନ ବିକାଶ ସମ୍ପର୍କରେ

ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏନେଇ ସୋସିଆଲ ମିଡିଆରେ ଏକ

ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ତାଙ୍କର ନିରନ୍ତର ସହଯୋଗ ଓ ମାର୍ଗଦର୍ଶନ ପାଇଁ ଧନ୍ୟବାଦ ଜଣାଇଛନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande