ଖଣି ମନ୍ତ୍ରୀ ବିଭୂତି ଜେନାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 27 ମେ (ହି.ସ.)- ଖଣି ମନ୍ତ୍ରୀ ବିଭୂତି ଜେନାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବାଣିଜ୍ୟ, ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କୁ
ଖଣି ମନ୍ତ୍ରୀ ବିଭୂତି     ଜେନାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 27 ମେ (ହି.ସ.)- ଖଣି ମନ୍ତ୍ରୀ

ବିଭୂତି ଜେନାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବାଣିଜ୍ୟ, ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଜନ୍ମଦିନର

ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଆପଣଙ୍କ ଜୀବନ ଯାତ୍ରା ସୁଖ, ସମୃଦ୍ଧି ଏବଂ ସଫଳତାରେ ପରିପୂର୍ଣ୍ଣ ହେଉ। ଆପଣଙ୍କ ନେତୃତ୍ୱ ରାଜ୍ୟର

ବିକାଶ ଏବଂ ଜନକଲ୍ୟାଣ ପାଇଁ ଆହୁରି ପ୍ରେରଣାଦାୟକ ହେଉ। ମହାପ୍ରଭୁଙ୍କ ଅପାର କୃପା ସଦା ସର୍ବଦା

ଆପଣଙ୍କ ସହ ରହୁ, ଏତିକି

କାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande