ନୀତିନ ଗଡକାରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 27 ମେ (ହି.ସ.)- ନୀତିନ ଗଡକାରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ବିଭାଗର ମନ୍ତ୍ରୀ ଶ୍ରୀ ନୀତିନ ଗଡକାରୀଜୀଙ୍କ
ନୀତିନ ଗଡକାରୀଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 27 ମେ (ହି.ସ.)- ନୀତିନ

ଗଡକାରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ବିଭାଗର ମନ୍ତ୍ରୀ

ଶ୍ରୀ ନୀତିନ ଗଡକାରୀଜୀଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ

ଶ୍ରୀଜଗନ୍ନାଥଙ୍କ କୃପାରୁ ଆପଣଙ୍କ ଜୀବନ ମଙ୍ଗଳମୟ ହେଉ ଏତିକି କାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande