ଓଡ଼ିଶା ସିଭିଲ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 27 ମେ (ହି.ସ.)- ଓଡ଼ିଶା ସିଭିଲ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଲୋକସେବା ଆୟୋଗ ଦ୍ୱା
ଓଡ଼ିଶା ସିଭିଲ ସେବା     ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁକେଶ     ମହାଲିଙ୍ଗ


ଭୁବନେଶ୍ୱର, 27 ମେ (ହି.ସ.)- ଓଡ଼ିଶା

ସିଭିଲ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା

ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ

କହିଛନ୍ତି ଯେ, ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସେବା ପରୀକ୍ଷାରେ

କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି।

ଅନେକ ଦିନର ନିଷ୍ଠା, କଠିନ ପରିଶ୍ରମ ଏବଂ ଅଦମ୍ୟ ପ୍ରୟାସ ଆଜି ଆପଣ ସମସ୍ତଙ୍କୁ ଏହି ସଫଳତା ଆଣିଦେଇଛି।

ମହାପ୍ରଭୁଙ୍କ କୃପାରୁ ଆପଣ ସମସ୍ତେ ଜଣେ ଜଣେ ଦକ୍ଷ ପ୍ରଶାସକ ହୋଇ ରାଜ୍ଯର ବିକାଶରେ ନିଜର

ଯୋଗଦାନ ଦିଅନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande