ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପରିଷଦ- ୨୦୨୬ ର ପ୍ରଦର୍ଶନୀ ଉଦଘାଟନ ଆଜି
ଭୁବନେଶ୍ୱର, 28 ମଇ (ହି.ସ.) ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପରିଷଦ- ୨୦୨୬ ର ପ୍ରଦର୍ଶନୀ ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ସରକାରୀ ଉଦ୍ୟୋଗ ମନ୍ତ୍ରୀ ଡ଼ା. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେବାକୁ ଯାଉଥିବା ବେଳେ ସମ୍ମାନି
ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପରିଷଦ- ୨୦୨୬ ର ପ୍ରଦର୍ଶନୀ ଉଦଘାଟନ ଆଜି


ଭୁବନେଶ୍ୱର, 28 ମଇ (ହି.ସ.) ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପରିଷଦ- ୨୦୨୬ ର ପ୍ରଦର୍ଶନୀ ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ସରକାରୀ ଉଦ୍ୟୋଗ ମନ୍ତ୍ରୀ ଡ଼ା. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେବାକୁ ଯାଉଥିବା ବେଳେ ସମ୍ମାନିତ ଅତିଥି ଭାବେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଜ୍ୟୋସ୍ନା କେ. ବି. ରାଉତ ଯୋଗ ଦେବାକୁ ଯାଉଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande