ପୁରୀ ଜିଲ୍ଲା ପ୍ରଶିକ୍ଷଣ ବର୍ଗ ଆୟୋଜିତ
ଭୁବନେଶ୍ୱର, ୨୮ ମଇ (ହି.ସ)- ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଭିଯାନ-୨୦୨୬ ଅଧୀନରେ ପୁରୀ ଜିଲ୍ଲା ପ୍ରଶିକ୍ଷଣ ବର୍ଗ ଆୟୋଜିତ ହୋଇଯାଇଛି। ଏହି ବର୍ଗରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗଦେଇଥିଲେ। ଏହି ପ୍ରଶିକ୍ଷଣ ବର୍ଗରେ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂ, ପୁରୀର ସାଂସଦ ଡ
t87


ଭୁବନେଶ୍ୱର, ୨୮ ମଇ (ହି.ସ)- ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଭିଯାନ-୨୦୨୬ ଅଧୀନରେ ପୁରୀ ଜିଲ୍ଲା ପ୍ରଶିକ୍ଷଣ ବର୍ଗ ଆୟୋଜିତ ହୋଇଯାଇଛି। ଏହି ବର୍ଗରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗଦେଇଥିଲେ। ଏହି ପ୍ରଶିକ୍ଷଣ ବର୍ଗରେ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂ, ପୁରୀର ସାଂସଦ ଡକ୍ଟର

ସମ୍ବିତ ପାତ୍ର, ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର , ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ପୁରୀ ଜିଲ୍ଲା ବିଜେପି ସଭାପତି ଦେବେନ୍ଦ୍ର ନାଥ ତରାଇ, ପୁରୀ ବିଧାନସଭା କ୍ଷେତ୍ରର ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଏବଂ ପୁରୀ ଜିଲ୍ଲାର ଅନ୍ୟ ନେତୃବୃନ୍ଦ ଓ କାର୍ଯ୍ୟକର୍ତାଗଣ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande