
ଭୁବନେଶ୍ୱର, 28 ମେ (ହି.ସ.)- ପବିତ୍ର
ଇଦ୍-ଉଲ୍-ଜୁହାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏନେଇ ସୋସିଆଲ
ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ଇଦ୍-ଉଲ୍-ଜୁହା ଅବସରରେ ହାର୍ଦ୍ଦିକ
ଶୁଭେଚ୍ଛା ଓ ଅଭିନନ୍ଦନ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା