ସ୍ୱାଧୀନତା ସଂଗ୍ରାମୀ ବୀର ବିନାୟକ ଦାମୋଦର ସାବରକରଙ୍କ ସ୍ମରଣ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 28 ମେ (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ବୀର ବିନାୟକ ଦାମୋଦର ସାବରକରଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବୀର ସାବରକରଙ୍କ ଜନ୍ମ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍
ସ୍ୱାଧୀନତା ସଂଗ୍ରାମୀ ବୀର     ବିନାୟକ ଦାମୋଦର ସାବରକରଙ୍କ ସ୍ମରଣ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 28 ମେ (ହି.ସ.)- ସ୍ୱାଧୀନତା

ସଂଗ୍ରାମୀ ବୀର ବିନାୟକ ଦାମୋଦର ସାବରକରଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି

ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବୀର ସାବରକରଙ୍କ ଜନ୍ମ

ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି। ତାଙ୍କର ସାହସ, ଦେଶଭକ୍ତି ଏବଂ ଜାତି ପ୍ରତି ସମର୍ପଣ ପିଢ଼ି ପିଢ଼ିକୁ ପ୍ରେରିତ

କରିଆସୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande