ଜୁନ୍ ୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୁବନେଶ୍ୱର, ୨୯ ମଇ (ହି.ସ.) - ଆସନ୍ତା ତା ୦୧.୦୬.୨୦୨୬ ରିଖ (ସୋମବାର) ଦିନ ସକାଳ ୮.୦୦ ଘଟିକା ସମୟରେ ଭୁବନେଶ୍ୱରସ୍ଥିତ ୟୁନିଟ-୨, ଅଶୋକ ନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ଗତ ତା ୨୭.୦୪.୨୦୨୬ ରିଖରେ ଅନୁଷ୍ଠିତ ହେବ
Cm odisha


ଭୁବନେଶ୍ୱର, ୨୯ ମଇ (ହି.ସ.) - ଆସନ୍ତା ତା ୦୧.୦୬.୨୦୨୬ ରିଖ (ସୋମବାର) ଦିନ ସକାଳ ୮.୦୦ ଘଟିକା ସମୟରେ ଭୁବନେଶ୍ୱରସ୍ଥିତ ୟୁନିଟ-୨, ଅଶୋକ ନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ।

ଗତ ତା ୨୭.୦୪.୨୦୨୬ ରିଖରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀମାନେ ଏହି ତାରିଖରେ ନିଜର ଅଭିଯୋଗ ଜଣାଇପାରିବେ। ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର କୌଣସି ଆବଶ୍ୟକତା ନାହିଁ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande