ଆଗାମୀ ୩ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା : ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର, ନୂଆପଡା ଓ ବରଗଡ଼ ଜିଲ୍ଲାରେ ୪୨ ରୁ ୪୪ ଡ଼ିଗ୍ରୀ ମଧ୍ୟରେ ରହିପାରେ
ଭୁବନେଶ୍ୱର, ୨୯ ମଇ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏହାପରେ ମଧ୍ୟ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଆଗାମୀ ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ଝା
ଆଗାମୀ ୩ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା : ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର, ନୂଆପଡା ଓ ବରଗଡ଼ ଜିଲ୍ଲାରେ ୪୨ ରୁ ୪୪ ଡ଼ିଗ୍ରୀ ମଧ୍ୟରେ ରହିପାରେ

ଭୁବନେଶ୍ୱର, ୨୯ ମଇ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏହାପରେ ମଧ୍ୟ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ ।

ଆଗାମୀ ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର, ନୂଆପଡା ଓ ବରଗଡ଼ ଜିଲ୍ଲାରେ ୪୨ ରୁ ୪୪ ଡ଼ିଗ୍ରୀ ମଧ୍ୟରେ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande