
ଭୁବନେଶ୍ୱର, 29 ମେ (ହି.ସ.)- ଆସନ୍ତା 3
ତାରିଖରେ ବସିବ ରାଜ୍ୟ କ୍ୟାବିନେଟ ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ । 12ଟି
ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା । ସେଥିପାଇଁ ବିଭାଗ ମାନେ ପ୍ରସ୍ତୁତି ଆରମ୍ଭ କରିଛନ୍ତି।
ମନ୍ତ୍ରୀ ପରିଷଦର ସଦସ୍ୟଙ୍କ ସହ ବିଭାଗୀୟ ସଚିବ ଉପସ୍ଥିତ ରହିବେ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା