ଭୁବନେଶ୍ୱରଠାରେ ଆୟୋଜିତ ପୁରୀ ଜିଲ୍ଲା ପ୍ରଶିକ୍ଷଣ ବର୍ଗରେ ଯୋଗ ଓ ପ୍ରାଣାୟାମ ଅଭ୍ୟାସ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 29 ମେ (ହି.ସ.)- ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଭିଯାନ-୨୦୨୬ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ପୁରୀ ଜିଲ୍ଲା ପ୍ରଶିକ୍ଷଣ ବର୍ଗରେ ଯୋଗ ଓ ପ୍ରାଣାୟାମ ଅଭ୍ୟାସ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏହି ଅବସରରେ
ଯୋଗ


ଭୁବନେଶ୍ୱର, 29 ମେ (ହି.ସ.)- ପଣ୍ଡିତ

ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଭିଯାନ-୨୦୨୬ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ପୁରୀ

ଜିଲ୍ଲା ପ୍ରଶିକ୍ଷଣ ବର୍ଗରେ ଯୋଗ ଓ ପ୍ରାଣାୟାମ ଅଭ୍ୟାସ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶାରୀରିକ

ସୁସ୍ଥତା,

ମାନସିକ ଏକାଗ୍ରତା ଏବଂ କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ ଯୋଗ ଓ

ପ୍ରାଣାୟାମ ଅତ୍ୟନ୍ତ ଜରୁରୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande