
ଭୁବନେଶ୍ୱର, 30 ମେ (ହି.ସ.)- ଇବୋଲାକୁ ନେଇ
ସତର୍କ ହେଲା ସ୍ୱାସ୍ଥ୍ୟ ବିଭାଗ । ଲୋକସେବା ଭବନରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ୱାସ୍ଥ୍ୟ
ସଚିବ, ଅଧିକାରୀ ଓ ବିଭିନ୍ନ ଘରୋଇ ହସ୍ପିଟାଲର କର୍ତ୍ତୃପକ୍ଷ ସାମିଲ ହୋଇଥିଲେ । ଇବୋଲାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଜାରି କରିପାରେ
ଗାଇଡଲାଇନ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା