କୁଆପଥର ଝଡ଼ ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର, ୩୦ ମଇ (ହି.ସ.)- କୁଆପଥର ଝଡ଼ ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହ
କୁଆପଥର ଝଡ଼ ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ


ଭୁବନେଶ୍ୱର, ୩୦ ମଇ (ହି.ସ.)- କୁଆପଥର ଝଡ଼ ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande