ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ଝାରସୁଗୁଡ଼ା, କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର, ୩୦ ମଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୨ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା (ଝାରସୁଗୁଡ଼ା, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହ
ଜୁନ୍ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ


୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା(ନୟାଗଡ଼, ଗଞ୍ଜାମ)କୁ ଅରେଞ୍ଜ ୱାର୍ଣ୍ଣିଂ


ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ଝାରସୁଗୁଡ଼ା, କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ


ଭୁବନେଶ୍ୱର, ୩୦ ମଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୨ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା (ଝାରସୁଗୁଡ଼ା, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଭୀଷଣ ବର୍ଷା ନେଇ ୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା(ନୟାଗଡ଼, ଗଞ୍ଜାମ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଜୁନ୍ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande