ଆଗାମୀ ୨୪ ଘଂଟା ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା, ପରବର୍ତୀ ୨ ଦିନ ମଧ୍ୟରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ
ଭୁବନେଶ୍ୱର, ୩୦ ମଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ପରବର୍ତୀ ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ
ଆଗାମୀ ୨୪ ଘଂଟା ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା, ପରବର୍ତୀ ୨ ଦିନ ମଧ୍ୟରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ

ଭୁବନେଶ୍ୱର, ୩୦ ମଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ପରବର୍ତୀ ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande