ଆଡମିଟ୍ ପୂର୍ବରୁ ଆୟୁଷ୍ମାନ କାର୍ଡରେ ସବୁ ଟେଷ୍ଟ - ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୩୦ ମଇ (ହି.ସ.)- ଏଣିକି ହସ୍ପିଟାଲରେ ଆଡ୍ ମିଟ ପୂର୍ବରୁ ଆୟୁଷ୍ମାନ କାର୍ଡରେ ସବୁ ପରୀକ୍ଷା ହେବ। ଆଡମିଟର ୩ ଦିନ ପୂର୍ବରୁ ସବୁ ଟେଷ୍ଟ ଆୟୁଷ୍ମାନ ପ୍ୟାକେଜରେ ଅନ୍ତର୍ଭୁକ୍ତ ହେବ। ଆୟୁଷ୍ମାନ ସେବାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଏହ
mukesh mahaling


ଭୁବନେଶ୍ୱର, ୩୦ ମଇ (ହି.ସ.)- ଏଣିକି ହସ୍ପିଟାଲରେ ଆଡ୍ ମିଟ ପୂର୍ବରୁ ଆୟୁଷ୍ମାନ କାର୍ଡରେ ସବୁ ପରୀକ୍ଷା ହେବ। ଆଡମିଟର ୩ ଦିନ ପୂର୍ବରୁ ସବୁ ଟେଷ୍ଟ ଆୟୁଷ୍ମାନ ପ୍ୟାକେଜରେ ଅନ୍ତର୍ଭୁକ୍ତ ହେବ। ଆୟୁଷ୍ମାନ ସେବାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଏହି ନିର୍ଦ୍ଦେଶନାମାକୁ ସମସ୍ତ ଘରୋଇ ହସ୍ପିଟାଲଗୁଡିକୁ ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ହସ୍ପିଟାଲ ନକରିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande