
ନୂଆଦିଲ୍ଲୀ, 31 ମେ (ହି.ସ) ମନ୍ କି ବାତ୍ ଓଡ଼ିଶାର ବେଲପଣାକୁ ପ୍ରଶଂସା କରିଛନ୍ତି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାସହିତ ଗ୍ରୀଷ୍ମ ପ୍ରବାହକୁ ନେଇ ସତର୍କ ରହିବାକୁ
ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏଥିସହ ଦେଶର ବିଭିନ୍ନ ସ୍ଥାନର ପାନୀୟକୁ ନେଇ ଆଲୋଚନା କରିଛନ୍ତି
। ଓଡ଼ିଶାର ବେଲପଣା ସହ ସୁସ୍ବାଦୁ ଆମ୍ବକୁ ପ୍ରଶଂସା କରିଛନ୍ତି । ପେଟକୁ ଥଣ୍ଡା ରଖୁଥିବା
ବେଲପଣା ପିଇବାକୁ ପରାମର୍ଶ ଦେଇଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା