
ଭୁବନେଶ୍ୱର, ୦୯ ମଇ (ହି.ସ.) - ପ୍ରବଳ ରୌଦ୍ର ତାପ ଯୋଗୁଁ, ଆସନ୍ତା ୧୧.୦୫.୨୦୨୬ ରିଖ (ସୋମବାର) ଦିନ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ମାଧ୍ୟମରେ ଅବଗତ କରାଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା