ସ୍ୱାଧୀନତା ସଂଗ୍ରାମୀ ଗୋପାଳ କୃଷ୍ଣ ଗୋଖଲେଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 09 ମେ (ହି.ସ.)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଧୀନତା ସଂଗ୍ରାମୀ ଗୋପାଳ କୃଷ୍ଣ ଗୋଖଲେଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି । ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି
ଗୋପଳ କୃଷ୍ଣ କୋଖଲେ


ଭୁବନେଶ୍ୱର, 09 ମେ (ହି.ସ.)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଧୀନତା ସଂଗ୍ରାମୀ ଗୋପାଳ କୃଷ୍ଣ

ଗୋଖଲେଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି । ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି

ମୁଖ୍ୟମନ୍ତ୍ରୀ ।

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ଗୋପାଳ କୃଷ୍ଣ ଗୋଖଲେଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ଦେଶର

ସ୍ୱାଧୀନତା, ସାମାଜିକ ସଚେତନତା ଓ ଜନସେବା ପ୍ରତି ତାଙ୍କର ଅମୂଲ୍ୟ ଅବଦାନ ସଦା

ସର୍ବଦା ସ୍ମରଣୀୟ ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande