ବିଏମ୍ ସି ମୁଖ୍ୟାଳୟରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ଭୁବନେଶ୍ୱର, ୦୧ ଜୁନ (ହି.ସ) - ବିଏମ୍ ସି ମୁଖ୍ୟାଳୟରେ ସୋମବାର ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ବିଏମ୍ ସି, ବିଡିଏ, ଓ ବିଏସସିଏଲ୍ ସଂପର୍କିତ ବିଭିନ୍ନ ଅଭିଯୋଗ ସଂପର୍କରେ ଅଭିଯୋଗକାରୀଙ୍କ ସହ ସିଧାସଳଖ କଥାବାର୍ତା ହୋଇଛନ୍ତି ବିଏମ୍ ସି କମିଶନର ତଥା ବିଡିଏ ଉପାଧ୍ୟକ୍ଷ ଏବଂ ସ୍ମାର୍ଟ ସିଟିର
dfg


ଭୁବନେଶ୍ୱର, ୦୧ ଜୁନ (ହି.ସ) - ବିଏମ୍ ସି ମୁଖ୍ୟାଳୟରେ ସୋମବାର ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ବିଏମ୍ ସି, ବିଡିଏ, ଓ ବିଏସସିଏଲ୍ ସଂପର୍କିତ ବିଭିନ୍ନ ଅଭିଯୋଗ ସଂପର୍କରେ ଅଭିଯୋଗକାରୀଙ୍କ ସହ ସିଧାସଳଖ କଥାବାର୍ତା ହୋଇଛନ୍ତି ବିଏମ୍ ସି କମିଶନର ତଥା ବିଡିଏ ଉପାଧ୍ୟକ୍ଷ ଏବଂ ସ୍ମାର୍ଟ ସିଟିର ପରିଚାଳନା ନିର୍ଦେଶକ ଶ୍ରୀ ଚଂଚଳ ରାଣା । ତିନୋଟି ସଂସ୍ଥାର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏହି ଜନ ଶୁଣାଣି ହୋଇଥିଲା ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande