ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 01 ଜୁନ୍ (ହି.ସ.)- ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ପ୍ରଭାତି ପରିଡା କହିଛନ୍ତି ଯେ, ଉମରକୋଟର ବିଧାୟକ ତଥା ବିଦ୍ୟାଳୟ ଓ ଗଣ
ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 01 ଜୁନ୍ (ହି.ସ.)- ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି

ପ୍ରଭାତି ପରିଡା କହିଛନ୍ତି ଯେ, ଉମରକୋଟର ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ

ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ

ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଜନ୍ମଦିନର ଶୁଭ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା

ଓ ଶୁଭକାମନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande