
ଭୁବନେଶ୍ୱର, 02 ଜୁନ୍ (ହି.ସ.)- ପ୍ରାଣକୃଷ୍ଣ
ପରିଜାଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ବୈଜ୍ଞାନିକ ତଥା ଶିକ୍ଷାବିତ
ପ୍ରଫେସର ପ୍ରାଣକୃଷ୍ଣ ପରିଜାଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ବିଜ୍ଞାନ ଗବେଷଣା ଓ
ଓଡ଼ିଶାରେ ଉଚ୍ଚଶିକ୍ଷାର ପ୍ରସାର କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ଆମ ପାଇଁ ସଦା ପ୍ରେରଣାର
ଉତ୍ସ ହୋଇ ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା