ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କୁ ନମନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 02 ଜୁନ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ
ପୂର୍ବତନ ମୁଖ୍ୟମନ୍ତ୍ରୀ     ବିଶ୍ୱନାଥ ଦାସଙ୍କୁ ନମନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 02 ଜୁନ୍ (ହି.ସ.)- ପୂର୍ବତନ

ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା

ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କ ଶ୍ରାଦ୍ଧବାର୍ଷିକୀ

ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande