ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ଵନାଥ ଦାସଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 02 ଜୁନ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ଵନାଥ ଦାସଙ୍କ ପୁଣ୍ୟତିଥିରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ଵ
ବିଶ୍ୱନାଥ


ଭୁବନେଶ୍ୱର, 02 ଜୁନ୍ (ହି.ସ.)- ପୂର୍ବତନ

ମୁଖ୍ୟମନ୍ତ୍ରୀ ବିଶ୍ଵନାଥ ଦାସଙ୍କ ପୁଣ୍ୟତିଥିରେ ତାଙ୍କ ସ୍ମୃତିଚାରଣ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି

ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ଵନାଥ ଦାସଙ୍କ ପୁଣ୍ୟତିଥି ଅବସରରେ ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande