ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର, 02 ଜୁନ୍ (ହି.ସ.)- ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚନା ଦେଇଛନ୍ତି ସାଂସଦ ନବଚରଣ ମାଝୀ । ୧୯ ତାରିଖରେ ରାଇରଙ୍ଗପୁର ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ


ଭୁବନେଶ୍ୱର, 02 ଜୁନ୍ (ହି.ସ.)- ଆସନ୍ତା ୧୯ରେ

ରାଷ୍ଟ୍ରପତି, ୨୦ରେ

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚନା ଦେଇଛନ୍ତି

ସାଂସଦ ନବଚରଣ ମାଝୀ । ୧୯ ତାରିଖରେ ରାଇରଙ୍ଗପୁର ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁର ଆସିବା ନେଇ ସୂଚନା ଦେଇଛନ୍ତି ସାଂସଦ । ଓଡ଼ିଶା

ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ ଖବର ଆସିଥିବା ସାଂସଦ ସୂଚନା ଦେଇଛନ୍ତି । ନବନିର୍ମିତ ଷ୍ଟାଡିୟମ୍

ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande