ଭୀଷଣ ବର୍ଷା ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୦ ଜୁନ୍ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨
ଭୀଷଣ ବର୍ଷା ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୦ ଜୁନ୍ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା(ମୟୂରଭଞ୍ଜ, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande