
ଭୁବନେଶ୍ୱର, ୨୦ ଜୁନ୍ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୨୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ