ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 20 ଜୁନ୍ (ହି.ସ.)- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ରାଷ୍ଟ୍ରପତି, ଭାରତ
ରାଷ୍ଟ୍ରପତି ଦ୍ରୌପଦୀ     ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 20 ଜୁନ୍ (ହି.ସ.)- ରାଷ୍ଟ୍ରପତି

ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

। ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, ରାଷ୍ଟ୍ରପତି, ଭାରତର ଗୌରବ ତଥା ନାରୀଶକ୍ତିର ଅନନ୍ୟ ପ୍ରତୀକ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର

ହାର୍ଦ୍ଦିକ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଉତ୍ତମ ସ୍ୱାସ୍ଥ୍ୟ,

ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande