ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 20 ଜୁନ୍ (ହି.ସ.)- ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ମାଟିର ଗୌରବ ତଥା ଭାରତର ମହାମହିମ
ରାଷ୍ଟ୍ରପତିଙ୍କୁ ଜନ୍ମଦିନର     ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 20 ଜୁନ୍ (ହି.ସ.)- ରାଷ୍ଟ୍ରପତିଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ମାଟିର

ଗୌରବ ତଥା ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ତାଙ୍କ ଶୁଭ ଜନ୍ମଦିବସ

ଅବସରରେ ମୋର ଅନେକ ଅନେକ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଆପଣଙ୍କର ସରଳ ଜୀବନଶୈଳୀ,

ଦେଶପ୍ରେମ ଏବଂ ନିଷ୍ଠାପର ନେତୃତ୍ୱ ଆମ ସମସ୍ତଙ୍କ

ପାଇଁ ଏକ ବଡ଼ ପ୍ରେରଣା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କର ସୁସ୍ଥ,

ଦୀର୍ଘାୟୁ ଏବଂ ନିରାମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande