ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 20 ଜୁନ୍ (ହି.ସ.)- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ମାଟିର ଗର୍ବ ଓ ଗୌରବ ମାନ୍
ରାଷ୍ଟ୍ରପତି ଦ୍ରୌପଦୀ     ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 20 ଜୁନ୍ (ହି.ସ.)- ରାଷ୍ଟ୍ରପତି

ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା

ମାଟିର ଗର୍ବ ଓ ଗୌରବ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭ

ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande