ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର, 21 ଜୁନ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା। ଭାରତୀୟ ସଂସ୍କୃତିର ଏହି ମହାନ ଓ ପ୍ରାଚୀନ ପରମ୍ପରା
ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ   ମୁଖ୍ୟମନ୍ତ୍ରୀ ମୋହନ


ଭୁବନେଶ୍ୱର, 21 ଜୁନ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା। ଭାରତୀୟ ସଂସ୍କୃତିର ଏହି ମହାନ ଓ ପ୍ରାଚୀନ ପରମ୍ପରା ଆଜି ସମଗ୍ର ବିଶ୍ୱକୁ ସୁସ୍ଥ ରହିବାର ମାର୍ଗ ଦେଖାଉଛି।

ଆସନ୍ତୁ, ନିୟମିତ ଯୋଗ ସାଧନା କରି ନିଜକୁ ଶାରୀରିକ ଓ ମାନସିକ ସ୍ତରରେ ସୁଦୃଢ଼ କରିବା ସହ ଏକ ସୁସ୍ଥ ସମାଜ ଗଠନରେ ସହଭାଗୀ ହେବା।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande