
ଭୁବନେଶ୍ୱର, ୨୨ ଜୁନ୍ (ହି.ସ)- ବିଏମ୍ ସି ମୁଖ୍ୟାଳୟରେ ସୋମବାର ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ବିଏମ୍ ସି, ବିଡିଏ, ଓ ବିଏସସିଏଲ୍ ସଂପର୍କିତ ବିଭିନ୍ନ ଅଭିଯୋଗ ସଂପର୍କରେ ଅଭିଯୋଗକାରୀ ଙ୍କ ସହ ସିଧାସଳଖ କଥାବାର୍ତା ହୋଇଛନ୍ତି ବିଏମ୍ ସି କମିଶନର ତଥା ବିଡିଏ ଉପାଧ୍ୟକ୍ଷ ଏବଂ ସ୍ମାର୍ଟ ସିଟିର ପରିଚାଳନା ନିର୍ଦେଶକ ଚଂଚଳ ରାଣା । ତିନୋଟି ସଂସ୍ଥାର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏହି ଜନ ଶୁଣାଣି ହୋଇଥିଲା ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା