ଓଡ଼ିଆ ସାହିତ୍ୟିକ ବିନୋଦ କାନୁନଗୋଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ନମନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 22 ଜୁନ୍ (ହି.ସ.)- ଓଡ଼ିଆ ସାହିତ୍ୟିକ ବିନୋଦ କାନୁନଗୋଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ସେୟାର କରି ସେ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତ
ଓଡ଼ିଆ ସାହିତ୍ୟିକ ବିନୋଦ     କାନୁନଗୋଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ନମନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 22 ଜୁନ୍ (ହି.ସ.)- ଓଡ଼ିଆ

ସାହିତ୍ୟିକ ବିନୋଦ କାନୁନଗୋଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ

କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ସେୟାର କରି ସେ କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ ସାହିତ୍ୟିକ ବିନୋଦ କାନୁନଗୋଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ

ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande