ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 22 ଜୁନ୍ (ହି.ସ.) - ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଜନ୍ମଦିନର ଶୁଭେଚ୍ଛା ।
ତାମିଲନାଡୁ     ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 22 ଜୁନ୍ (ହି.ସ.)

- ତାମିଲନାଡୁ

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ତାମିଲନାଡୁ ମୁଖ୍ୟମନ୍ତ୍ରୀ

ବିଜୟଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କର ଉତମ ସ୍ୱାସ୍ଥ୍ୟ ଓ ସୁଦୀର୍ଘ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande