
ଭୁବନେଶ୍ୱର, ୨୩ ଜୁନ୍ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୩୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ