ଜୁନ୍ ୨୩ ଓ ୨୪ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଭୁବନେଶ୍ୱର, ୨୩ ଜୁନ୍ (ହି.ସ.)- ଜୁନ୍ ୨୩ ଓ ୨୪ ତାରିଖ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ଓଡ଼ିଶା ଉପକୂଳ ଏବଂ ବାହାର ସମୁଦ୍ରକୁ ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଏହି ସମୟରେ ଓଡ଼ିଶା ଉପକୂଳ ସମୁଦ୍ର ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୪୦
ଜୁନ୍ ୨୩ ଓ ୨୪ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ


ଭୁବନେଶ୍ୱର, ୨୩ ଜୁନ୍ (ହି.ସ.)- ଜୁନ୍ ୨୩ ଓ ୨୪ ତାରିଖ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ଓଡ଼ିଶା ଉପକୂଳ ଏବଂ ବାହାର ସମୁଦ୍ରକୁ ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି ।

ଏହି ସମୟରେ ଓଡ଼ିଶା ଉପକୂଳ ସମୁଦ୍ର ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ତଥା ଏହାର ଝଟକା ୬୦ କି.ମି. ଛୁଇଁପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande