ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ଜୁନ୍ (ହି.ସ.)- ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ଶିକ୍ଷାବିତ, ପ୍ରଖର ରାଷ୍ଟ୍ରବାଦୀ, ରାଷ୍ଟ୍ରୀୟ ଏକତା ଏବଂ ଅଖଣ୍ଡତ
ଡକ୍ଟର ଶ୍ୟାମାପ୍ରସାଦ     ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 23 ଜୁନ୍ (ହି.ସ.)- ଡକ୍ଟର

ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ

ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ଶିକ୍ଷାବିତ, ପ୍ରଖର ରାଷ୍ଟ୍ରବାଦୀ, ରାଷ୍ଟ୍ରୀୟ ଏକତା ଏବଂ ଅଖଣ୍ଡତାର ପ୍ରତୀକ, ଭାରତୀୟ ଜନସଂଘର ସଂସ୍ଥାପକ ଆଦରଣୀୟ ଡ. ଶ୍ୟାମା ପ୍ରସାଦ

ମୁଖାର୍ଜୀଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ଦେଶର ଏକତା ଓ ଅଖଣ୍ଡତା ପାଇଁ ତାଙ୍କର

ଅବଦାନ ଏବଂ ଆଦର୍ଶ ସଦାସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande