ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 23 ଜୁନ୍ (ହି.ସ.)- ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପ୍ରଖର ରାଷ୍ଟ୍ରବାଦୀ ନେତା, ମହାନ୍ ଶିକ୍ଷାବିତ୍,
ଡକ୍ଟର ଶ୍ୟାମାପ୍ରସାଦ     ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 23 ଜୁନ୍ (ହି.ସ.)- ଡକ୍ଟର

ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପ୍ରଖର ରାଷ୍ଟ୍ରବାଦୀ

ନେତା, ମହାନ୍

ଶିକ୍ଷାବିତ୍, ଭାରତୀୟ ଜନସଂଘର ସଂସ୍ଥାପକ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ

ଶ୍ରାଦ୍ଧବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ସମାଜର କଲ୍ୟାଣ ପାଇଁ ତାଙ୍କର ଉତ୍ସର୍ଗୀକୃତ ଜୀବନ

ଆମ ପାଇଁ ସଦା ପ୍ରେରଣାଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande