ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କୁ ନମନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 23 ଜୁନ୍ (ହି.ସ.)- ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ମହାନ ଶିକ୍ଷାବିତ, ପ୍ରଖର ରାଷ
ଡକ୍ଟର ଶ୍ୟାମାପ୍ରସାଦ     ମୁଖାର୍ଜୀଙ୍କୁ ନମନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 23 ଜୁନ୍ (ହି.ସ.)- ଡକ୍ଟର

ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ

ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ମହାନ

ଶିକ୍ଷାବିତ, ପ୍ରଖର

ରାଷ୍ଟ୍ରବାଦୀ ତଥା ଭାରତୀୟ ଜନସଂଘର ପ୍ରତିଷ୍ଠାତା ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ

ଦିବସ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande