ବିଧାନସଭା ପରିସରରେ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ
ଭୁବନେଶ୍ୱର, 24 ଜୁନ୍ (ହି.ସ.) ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପୁଣ୍ୟତିଥି ଅବସରରେ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢି, ମୁଖ
ନବ


ଭୁବନେଶ୍ୱର, 24 ଜୁନ୍ (ହି.ସ.) ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ

ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପୁଣ୍ୟତିଥି ଅବସରରେ ବିଧାନସଭା ପରିସରରେ ଥିବା ତାଙ୍କ

ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ

ଶ୍ରୀ କେଭି ସିଂହଦେଓ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗର ମନ୍ତ୍ରୀ

ଶ୍ରୀ ରବି ନାଏକ, ଏକାମ୍ର (ଭୁବନେଶ୍ୱର)ର ବିଧାୟକ ଶ୍ରୀ ବାବୁ ସିଂ ଏବଂ ଅନ୍ୟ ମାନ୍ୟଗଣ୍ୟ

ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande