ରାଣୀ ଦୁର୍ଗାବତୀଙ୍କ ବଳିଦାନ ଦିବସରେ ତାଙ୍କୁ ନମନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 24 ଜୁନ୍ (ହି.ସ.)- ରାଣୀ ଦୁର୍ଗାବତୀଙ୍କ ବଳିଦାନ ଦିବସରେ ତାଙ୍କୁ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ୱାଭିମାନ, ସାହସ ଓ ଅଦମ୍ୟ ବୀରତାର ପ୍ରତୀକ ମହାନ ବୀରାଙ୍ଗନା
ରାଣୀ ଦୁର୍ଗାବତୀଙ୍କ ବଳିଦାନ ଦିବସରେ ତାଙ୍କୁ ନମନ କଲେ ଧର୍ମେନ୍ଦ୍ର     ପ୍ରଧାନ


ଭୁବନେଶ୍ୱର, 24 ଜୁନ୍ (ହି.ସ.)- ରାଣୀ ଦୁର୍ଗାବତୀଙ୍କ ବଳିଦାନ ଦିବସରେ ତାଙ୍କୁ ନମନ କରିଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, ସ୍ୱାଭିମାନ, ସାହସ ଓ ଅଦମ୍ୟ

ବୀରତାର ପ୍ରତୀକ ମହାନ ବୀରାଙ୍ଗନା ରାଣୀ ଦୁର୍ଗାବତୀଙ୍କ ବଳିଦାନ ଦିବସରେ ଶତ-ଶତ ନମନ।

ମାତୃଭୂମିର ସୁରକ୍ଷା ପାଇଁ ନିଜ ପ୍ରାଣକୁ ବଳିଦାନ ଦେଇଥିବା ରାଣୀ

ଦୁର୍ଗାବତୀଙ୍କ ଜୀବନ ତ୍ୟାଗ,

ଶୌର୍ଯ୍ୟ ଓ

ସ୍ୱାଭିମାନର ଅମର ପ୍ରେରଣା ଅଟେ। ତାଙ୍କର ବୀରଗାଥା ଭାରତୀୟ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ

ଭାବେ ସଦା ସ୍ମରଣୀୟ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande