
ଭୁବନେଶ୍ୱର, 24 ଜୁନ୍ (ହି.ସ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କୁ
ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି
ପରିଡା କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମହାନ ସ୍ୱାଧୀନତା ସଂଗ୍ରାମୀ
ନବକୃଷ୍ଣ ଚୌଧୁରୀଙ୍କ ପୁଣ୍ୟତିଥି ଅବସରରେ କୋଟି କୋଟି ପ୍ରଣାମ ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା