ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ସଂଯୁକ୍ତା ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 24 ଜୁନ୍ (ହି.ସ.)- ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ସଂଯୁକ୍ତା ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ସଂଯୁକ୍ତା ପାଣ
ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ସଂଯୁକ୍ତା ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଂଜଳି     ଜ୍ଞାପନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 24 ଜୁନ୍ (ହି.ସ.)- ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ସଂଯୁକ୍ତା ପାଣିଗ୍ରାହୀଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ

ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ସଂଯୁକ୍ତା ପାଣିଗ୍ରାହୀଙ୍କ

ପୁଣ୍ୟତିଥି ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande