ଜୁନ୍ ୩୦ ତାରିଖ ସକାଳ ଠାରୁ ଜୁଲାଇ ୨ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୨୫ ଜୁନ୍ (ହି.ସ.)- ଜୁନ୍ ୩୦ ତାରିଖ ସକାଳ ଠାରୁ ଜୁଲାଇ ୨ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷା ନେଇ ଜୁନ୍ ୩୦ ତାରିଖ ସକାଳ ଠାରୁ ଜୁଲାଇ ୧ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା(ରାୟଗଡ଼ା, କୋରାପୁଟ, ମାଲକା
ଜୁଲାଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି )କୁ ୟେଲୋ ୱାର୍ଣ୍ଣିଂ


ଭୀଷଣ ବର୍ଷା ନେଇ ଆସନ୍ତା ୩୦ ତାରିଖ ସକାଳ ଠାରୁ ଜୁଲାଇ ୧ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା(ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୫ ଜୁନ୍ (ହି.ସ.)- ଜୁନ୍ ୩୦ ତାରିଖ ସକାଳ ଠାରୁ ଜୁଲାଇ ୨ ତାରିଖ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷା ନେଇ ଜୁନ୍ ୩୦ ତାରିଖ ସକାଳ ଠାରୁ ଜୁଲାଇ ୧ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା(ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଜୁଲାଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି )କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande