କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର, 26 ଜୁନ (ହି.ସ.) ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଶା ମାଟିର ସୁଯୋଗ୍ୟ ସନ୍ତାନ ଆମର ଗର୍ବ ଓ ଗୌରବ କେନ୍ଦ
ଡ. ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 26 ଜୁନ (ହି.ସ.) ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଶା ମାଟିର ସୁଯୋଗ୍ୟ ସନ୍ତାନ ଆମର ଗର୍ବ ଓ ଗୌରବ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଆପଣଙ୍କ ଦକ୍ଷ ନେତୃତ୍ଵରେ ଭାରତର ଶିକ୍ଷା କ୍ଷେତ୍ରରେ ସଂସ୍କାର ସହ ଯୁବବର୍ଗଙ୍କ ଆଶା, ଆକାଂକ୍ଷା ଏବଂ ସ୍ଵପ୍ନ ସାକାର ହେଉଛି। ମା' ସମଲେଇଙ୍କ ନିକଟରେ ଆପଣଙ୍କ ଦୀର୍ଘ, ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande